Biblia Todo Logo
Bib sou entènèt

- Piblisite -




ମାର୍କ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତା’ପରେ ଯୀଶୁ ପାହାଡ଼ ଉପରକୁ ଯାଇ ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡ଼ାକିଲେ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ।

Gade chapit la Kopi




ମାର୍କ 3:13
7 Referans Kwoze  

ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।


ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,


ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।


ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,


ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।


Swiv nou:

Piblisite


Piblisite