ମାର୍କ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? Gade chapit laପବିତ୍ର ବାଇବଲ (Re-edited) - (BSI)23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? Gade chapit laଓଡିଆ ବାଇବେଲ23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ ? Gade chapit laପବିତ୍ର ବାଇବଲ (CL) NT (BSI)23 ଯୀଶୁ ସେମାନଙ୍କୁ ଡ଼ାକି ରୂପକ ଛଳରେ ବୁଝାଇ କହିଲେ, “ଶୟତାନ କିପରି ଶୟତାନକୁ ବିତାଡ଼ିତ କରିପାରିବ? Gade chapit laପବିତ୍ର ବାଇବଲ23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” Gade chapit la |