Biblia Todo Logo
Bib sou entènèt

- Piblisite -




ମାର୍କ 3:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମାଆ ଓ ମୋହର ଭାଇମାନେ।

Gade chapit la Kopi

ଓଡିଆ ବାଇବେଲ

34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ତାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକମାନଙ୍କୁ ଚାହିଁ ସେ କହିଲେ, “ଦେଖ, ଏଇମାନେ ମୋର ମାଆ, ଏଇମାନେ ମୋର ଭାଇ!

Gade chapit la Kopi

ପବିତ୍ର ବାଇବଲ

34 ତା'ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ।

Gade chapit la Kopi




ମାର୍କ 3:34
12 Referans Kwoze  

କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”


ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।


ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?”


ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।


Swiv nou:

Piblisite


Piblisite