Biblia Todo Logo
Bib sou entènèt

- Piblisite -




ମାର୍କ 3:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।

Gade chapit la Kopi

ଓଡିଆ ବାଇବେଲ

35 ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋର ଭାଇ, ଭଉଣୀ ଓ ମା।”

Gade chapit la Kopi

ପବିତ୍ର ବାଇବଲ

35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”

Gade chapit la Kopi




ମାର୍କ 3:35
8 Referans Kwoze  

ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।


ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।


ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


Swiv nou:

Piblisite


Piblisite