ମାର୍କ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ଵ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ। Gade chapit laଓଡିଆ ବାଇବେଲ8 ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)8 ସେମାନ ଗାଲିଲୀ, ଯିହୁଦା, ଯିରୂଶାଲମ, ଏଦୋମ, ଯର୍ଦ୍ଦନ ନଦୀର ପୂର୍ବବର୍ତ୍ତୀ ଅଞ୍ଚଳ ଏବଂ ସୋର ଓ ସିଦୋନ ସହର ନିକଟବର୍ତ୍ତୀ ଅଞ୍ଚଳରୁ ଆସିଥିଲେ। Gade chapit laପବିତ୍ର ବାଇବଲ8 ଯିହୂଦା, ଯିରୁଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ ସୋର ଓ ସୀଦୋନର ଗ୍ଭରିଆଡ଼ୁ ଅନେକ ଲୋକ ମଧ୍ୟ ଆସି ପହଞ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହାସବୁ କରୁଥିଲେ, ସେ ସମସ୍ତ ଘଟଣା ସେମାନେ ଶୁଣି ସାରିଥିଲେ। Gade chapit la |
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;