Biblia Todo Logo
Bib sou entènèt

- Piblisite -




ମାର୍କ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।

Gade chapit la Kopi

ଓଡିଆ ବାଇବେଲ

20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ଭଲ ଜମିରେ ପଡ଼ିଥିବା ବିହନ ପରି, ସେହି ବାର୍ତ୍ତାକୁ ଆଉ କେତେକ ଶୁଣି ଗ୍ରହଣ କରନ୍ତି ଏବଂ ଜୀବନରେ କେହି ତିରିଶ ଗୁଣ, କେହି ଷାଠିଏ ଗୁଣ ଓ କେହି ଶହେ ଗୁଣ ଫଳ ଫଳନ୍ତି।”

Gade chapit la Kopi

ପବିତ୍ର ବାଇବଲ

20 “କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା'ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।”

Gade chapit la Kopi




ମାର୍କ 4:20
14 Referans Kwoze  

ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”


ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”


କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”


ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।


ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।


ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।


Swiv nou:

Piblisite


Piblisite