Biblia Todo Logo
Bib sou entènèt

- Piblisite -




ମାର୍କ 4:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆହୁରି ସେ କହିଲେ, ଈଶ୍ଵରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;

Gade chapit la Kopi

ଓଡିଆ ବାଇବେଲ

26 ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯୀଶୁ କହିବାକୁ ଲାଗିଲେ; “ଈଶ୍ୱରଙ୍କ ରାଜ୍ୟର ପ୍ରସାର ଏହିପରି। ଜଣେ ଲୋକ କ୍ଷେତରେ ବିହନ ବୁଣେ।

Gade chapit la Kopi

ପବିତ୍ର ବାଇବଲ

26 ଯୀଶୁ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ, ବୀଜ ବୁଣୁଥିବା ଲୋକଟିଏ ଭଳି।

Gade chapit la Kopi




ମାର୍କ 4:26
24 Referans Kwoze  

ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;


“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,


“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।


ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।


ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।


ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।


ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।


ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।


ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।


Swiv nou:

Piblisite


Piblisite