ମାର୍କ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ। Gade chapit laଓଡିଆ ବାଇବେଲ27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)27 ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ରହେ, କିନ୍ତୁ ବିହନ ଅଙ୍କୁରିତ ହୋଇ କିପରି ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ। Gade chapit laପବିତ୍ର ବାଇବଲ27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି। Gade chapit la |