Biblia Todo Logo
Bib sou entènèt

- Piblisite -




ମାର୍କ 4:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,

Gade chapit la Kopi

ଓଡିଆ ବାଇବେଲ

33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ଏହିପରି ଅନେକ ଦୃଷ୍ଟାନ୍ତ କଥା କହି ଯୀଶୁ ତାଙ୍କ ବାର୍ତ୍ତା ପ୍ରଚାର କଲେ; ସେମାନେ ଯେତିକି ବୁଝି ପାରିବେ, ସେ ସେତିକି କହୁଥିଲେ।

Gade chapit la Kopi

ପବିତ୍ର ବାଇବଲ

33 ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ।

Gade chapit la Kopi




ମାର୍କ 4:33
7 Referans Kwoze  

ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।


ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।


ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”


ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।


Swiv nou:

Piblisite


Piblisite