Biblia Todo Logo
Bib sou entènèt

- Piblisite -




ମାର୍କ 4:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ତେଣୁ ସେମାନେ ଲୋକମାନଙ୍କୁ ଛାଡ଼ି ନୌକାରେ ଯାଇ ବସିଲେ। ସେଥିରେ ଯୀଶୁ ଆଗରୁ ବସିଥିଲେ। ସେମାନେ ନୌକା ବାହିବାକୁ ଲାଗିଲେ। ହ୍ରଦରେ ଆହୁରି ଅନେକ ନୌକା ଥିଲା।

Gade chapit la Kopi

ପବିତ୍ର ବାଇବଲ

36 ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା।

Gade chapit la Kopi




ମାର୍କ 4:36
8 Referans Kwoze  

ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।


ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;


ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା।


ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।


ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।


ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।


ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।


ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।


Swiv nou:

Piblisite


Piblisite