Biblia Todo Logo
Bib sou entènèt

- Piblisite -




ମାର୍କ 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ ! ତୁମ୍ଭମାନଙ୍କର ବିଶ୍ଵାସ ନାହିଁ?

Gade chapit la Kopi

ଓଡିଆ ବାଇବେଲ

40 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “କାହିଁକି ଏତେ ଡ଼ରୁଛ? ଏପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ଆସି ନାହିଁ?”

Gade chapit la Kopi

ପବିତ୍ର ବାଇବଲ

40 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଭୟ କରୁଛ? ଏ ପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ହୋଇ ନାହିଁ?”

Gade chapit la Kopi




ମାର୍କ 4:40
10 Referans Kwoze  

ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।


ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।


ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”


କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?


ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟବିଚାର ଆଣିବେ।


ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?


Swiv nou:

Piblisite


Piblisite