Biblia Todo Logo
Bib sou entènèt

- Piblisite -




ମାର୍କ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ସେମାନେ ସମୁଦ୍ରର ପରପାରସ୍ଥ ଗରାଶୀୟ-ମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

1 ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦର ଅପର ପାଶ୍ୱର୍ସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ôଚଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ।

Gade chapit la Kopi




ମାର୍କ 5:1
4 Referans Kwoze  

ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”


ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?


Swiv nou:

Piblisite


Piblisite