Biblia Todo Logo
Bib sou entènèt

- Piblisite -




ମାର୍କ 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ସେମାନେ ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

17 ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏହା ଶୁଣି ସେମାନେ ଯୀଶୁଙ୍କୁ ସେହି ଅଞ୍ଚଳ ଛାଡ଼ି ଚାଲିଯିବାକୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।

Gade chapit la Kopi




ମାର୍କ 5:17
10 Referans Kwoze  

ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।


ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।


ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।


ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।


ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।


Swiv nou:

Piblisite


Piblisite