ମାର୍କ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ, ସେ ସମୁଦ୍ରକୂଳରେ ରହିଲେ। Gade chapit laଓଡିଆ ବାଇବେଲ21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ଯୀଶୁ ହ୍ରଦର ଅପର ପାଶ୍ୱର୍କୁ ଫେରିଗଲେ। ସେହି ହ୍ରଦ କୂଳରେ ଅନେକ ଲୋକ ତାଙ୍କୁ ଘେରି ଜମା ହେଲେ। Gade chapit laପବିତ୍ର ବାଇବଲ21 ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ। Gade chapit la |