Biblia Todo Logo
Bib sou entènèt

- Piblisite -




ମାର୍କ 5:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେ କି ଅନେକ ବୈଦ୍ୟଙ୍କ ଦ୍ଵାରା ବହୁ କ୍ଳେଶ ଭୋଗ କରି ସର୍ବସ୍ଵ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,

Gade chapit la Kopi

ଓଡିଆ ବାଇବେଲ

26 ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସିତ ହୋଇ ତା’ର ସମସ୍ତ ଅର୍ଥ ବ୍ୟୟ କରିଥିଲେ ସୁଦ୍ଧା, ରୋଗ ଭଲ ନ ହୋଇ ବରଂ ବଢ଼ୁଥିଲା।

Gade chapit la Kopi

ପବିତ୍ର ବାଇବଲ

26 ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା'ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା'ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା'ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା।

Gade chapit la Kopi




ମାର୍କ 5:26
8 Referans Kwoze  

ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?


ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।


ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।


ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।


ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,


ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;


ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,


Swiv nou:

Piblisite


Piblisite