Biblia Todo Logo
Bib sou entènèt

- Piblisite -




ମାର୍କ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳ ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; କାରଣ ସେ କହୁଥିଲା,

Gade chapit la Kopi

ଓଡିଆ ବାଇବେଲ

27 ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ସେ ଯୀଶୁଙ୍କ ବିଷୟରେ ଶୁଣିଥିଲା ଏବଂ ଲୋକଗହଳି ଭିତରୁ ଯୀଶୁଙ୍କ

Gade chapit la Kopi

ପବିତ୍ର ବାଇବଲ

27 ସେହି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁଦେଲା।

Gade chapit la Kopi




ମାର୍କ 5:27
7 Referans Kwoze  

ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।


ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।


ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।


ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।


ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।


ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,


କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।


Swiv nou:

Piblisite


Piblisite