ମାର୍କ 5:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, “କିଏ ମୋତେ ଛୁଇଁଲା?” Gade chapit laପବିତ୍ର ବାଇବଲ (Re-edited) - (BSI)31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା? Gade chapit laଓଡିଆ ବାଇବେଲ31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା ? Gade chapit laପବିତ୍ର ବାଇବଲ (CL) NT (BSI)31 ତାଙ୍କ ଶିଷ୍ୟମାନେ ଉତ୍ତର ଦେଲେ, “ଆପଣ ତ ଦେଖୁଛନ୍ତି, କେମିତି ଆପଣଙ୍କ ଚାରିପାଖେ ଲୋକ ଭିଡ଼ ହୋଇଛି। ଆପଣଙ୍କୁ କିଏ ଛୁଇଁଲା ବୋଲି ପଚାରୁଛନ୍ତି କାହିଁକି?” Gade chapit laପବିତ୍ର ବାଇବଲ31 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଏଠାରେ ତ ଅନେକ ଲୋକ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି। ପୁଣି ଆପଣ ପଗ୍ଭରୁଛନ୍ତି, “ମୋତେ କିଏ ଛୁଇଁଲା?” Gade chapit la |