ମାର୍କ 5:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।” Gade chapit laପବିତ୍ର ବାଇବଲ (Re-edited) - (BSI)34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା। Gade chapit laଓଡିଆ ବାଇବେଲ34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ । Gade chapit laପବିତ୍ର ବାଇବଲ (CL) NT (BSI)34 ଯୀଶୁ ତାକୁ କହିଲେ, “ଝିଅ! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି। ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଶାନ୍ତିରେ ଫେରି ଯା’।” Gade chapit laପବିତ୍ର ବାଇବଲ34 ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।” Gade chapit la |