Biblia Todo Logo
Bib sou entènèt

- Piblisite -




ମାର୍କ 5:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର।

Gade chapit la Kopi

ଓଡିଆ ବାଇବେଲ

36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଯୀଶୁ ସେମାନଙ୍କ କଥାକୁ ଭ୍ରୂକ୍ଷେପ ନ କରି ଯାଇରସଙ୍କୁ କହିଲେ, “ଭୟ କର ନାହିଁ; କେବଳ ବିଶ୍ୱାସ କର।”

Gade chapit la Kopi

ପବିତ୍ର ବାଇବଲ

36 କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”

Gade chapit la Kopi




ମାର୍କ 5:36
11 Referans Kwoze  

କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”


ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।


ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।


ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।


ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,


Swiv nou:

Piblisite


Piblisite