ମାର୍କ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା। Gade chapit laଓଡିଆ ବାଇବେଲ5 ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା । Gade chapit laପବିତ୍ର ବାଇବଲ (CL) NT (BSI)5 ସେ ଦିନରାତି ପାହାଡ଼ ଓ ସମାଧି ସ୍ଥାନରେ ଘୁରି ବୁଲୁଥିଲା, ଚିକ୍ରାର କରି ପଥରରେ ନିଜ ଦେହକୁ କ୍ଷତବିକ୍ଷତ କରୁଥିଲା। Gade chapit laପବିତ୍ର ବାଇବଲ5 ସେ ଦିନରାତି ସଦାବେଳେ କବର ଓ ପାହାଡ଼ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥରରେ କ୍ଷତ ବିକ୍ଷତ କରି ପକାଉଥିଲା। Gade chapit la |