Biblia Todo Logo
Bib sou entènèt

- Piblisite -




ମାର୍କ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପୁଣି ସେ କହିଲେ, “ଯେଉଁ ଗୃହରେ ତୁମକୁ ସ୍ୱାଗତ କରାଯାଏ, ଅନ୍ୟତ୍ର ଯିବା ପର୍ଯ୍ୟନ୍ତ ସେହି ଗୃହରେ ରୁହ।

Gade chapit la Kopi

ପବିତ୍ର ବାଇବଲ

10 କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ।

Gade chapit la Kopi




ମାର୍କ 6:10
7 Referans Kwoze  

ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।


କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।


ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”


Swiv nou:

Piblisite


Piblisite