Biblia Todo Logo
Bib sou entènèt

- Piblisite -




ମାର୍କ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନେ ଅନେକ ଭୂତ ଛଡ଼ାଇଲେ ଏବଂ ପୀଡ଼ିତ ଲୋକମାନଙ୍କୁ ତୈଳ ଲଗାଇ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

13 ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।

Gade chapit la Kopi




ମାର୍କ 6:13
4 Referans Kwoze  

ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।


ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


Swiv nou:

Piblisite


Piblisite