ମାର୍କ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି। Gade chapit laଓଡିଆ ବାଇବେଲ16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)16 ହେରୋଦ ଯୀଶୁଙ୍କ ବିଷୟ ଶୁଣି କହିଲେ, “ସେ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ। ମୁଁ ତାଙ୍କର ଶିରଛେଦନ କରାଇଥିଲି, କିନ୍ତୁ ସେ ପୁଣି ଥରେ ବଞ୍ôଚ ଉଠିଛନ୍ତି।” Gade chapit laପବିତ୍ର ବାଇବଲ16 ହେରୋଦ ଯୀଶୁଙ୍କ ବିଷୟରେ ଏସବୁ ଶୁଣିଲେ। ସେ କହିଲେ, “ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ୟା କରିଛି। ବର୍ତ୍ତମାନ ଯୋହନ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛନ୍ତି।” Gade chapit la |