Biblia Todo Logo
Bib sou entènèt

- Piblisite -




ମାର୍କ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧି-ସଙ୍ଗତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତାଙ୍କୁ ବାରମ୍ବାର ଭର୍ତ୍ସନା କରି କହିଥିଲେ, “ଭ୍ରାତୃପତ୍ନୀକୁ ବିବାହ କରି ଆପଣ ଅନୁଚିତ କାର୍ଯ୍ୟ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

18 ଯୋହନ ହେରୋଦଙ୍କୁ କହିଥିଲେ, “ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।”

Gade chapit la Kopi




ମାର୍କ 6:18
8 Referans Kwoze  

ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।


ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।


Swiv nou:

Piblisite


Piblisite