Biblia Todo Logo
Bib sou entènèt

- Piblisite -




ମାର୍କ 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।

Gade chapit la Kopi

ଓଡିଆ ବାଇବେଲ

22 ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ହେରୋଦିଆର ଝିଅ ଏହି ଉତ୍ସବରେ ନୃତ୍ୟ କରି ହେରୋଦ ଓ ଅତିଥିମାନଙ୍କୁ ମୁଗ୍ଧ କରିଥିଲା। ତେଣୁ ହେରୋଦ ଝିଅକୁ ପଚାରିଲେ, “ତୁ କ’ଣ ଚାହୁଁ, ଯାହା ମାଗିବୁ ତା’ ଦେବି।”

Gade chapit la Kopi

ପବିତ୍ର ବାଇବଲ

22 ହେରୋଦିଆଙ୍କ ଝିଅ ଭିତରକୁ ଆସି ନାଚିଲା। ତା’ ନାଚରେ ଅତିଥିଗଣ ଓ ନିଜେ ହେରୋଦ ବହୁତ ଖୁସୀ ହେଲେ। ହେରୋଦ ଝିଅକୁ କହିଲେ, “ତୋର ଯାହା ଦରକାର ମୋତେ ମାଗ। ମୁଁ ତୋତେ ତାହା ଦେବି।”

Gade chapit la Kopi




ମାର୍କ 6:22
6 Referans Kwoze  

କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।


ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।


‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’


ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।


Swiv nou:

Piblisite


Piblisite