Biblia Todo Logo
Bib sou entènèt

- Piblisite -




ମାର୍କ 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ, ବାପ୍ତିଜକସସ ଯୋହନର ମସ୍ତକ।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କ'ଣ ମାଗିବି ? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଝିଅ ମା’ ପାଖକୁ ଯାଇ ପଚାରିଲା, “କଅଣ ମାଗିବି?” ସଙ୍ଗେ ସଙ୍ଗେ ହେରୋଦିଆ କହିଲା, “ଦୀକ୍ଷାଦାତା ଯୋହନର ମୁଣ୍ଡ।”

Gade chapit la Kopi

ପବିତ୍ର ବାଇବଲ

24 ଝିଅଟି ତା’ ମା ପାଖକୁ ଯାଇ ପଗ୍ଭରିଲା, “ରାଜା ହେରୋଦଙ୍କୁ ମୁଁ କ’ଣ ମାଗିବି?” ତା’ ମା କହିଲେ, “ବାପ୍ତିଜକ ଯୋହନଙ୍କ ମୁଣ୍ଡ ମାଗ।”

Gade chapit la Kopi




ମାର୍କ 6:24
14 Referans Kwoze  

ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’


ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।


ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।


ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।


ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,


ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।


ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।


ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”


Swiv nou:

Piblisite


Piblisite