Biblia Todo Logo
Bib sou entènèt

- Piblisite -




ମାର୍କ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ।। ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।

Gade chapit la Kopi

ଓଡିଆ ବାଇବେଲ

25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଝିଅ ଦୌଡ଼ି ଆସି ରାଜାଙ୍କୁ କହିଲା, “ଏହି ମୁହୂର୍ତ୍ତରେ ଦୀକ୍ଷାଦାତା ଯୋହନଙ୍କ ମୁଣ୍ଡ ଥାଳୀରେ ଆଣି ମୋତେ ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

25 ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଗ୍ଭଲିଗଲା। ସେ ରାଜାଙ୍କୁ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ରଖି ବର୍ତ୍ତମାନ ଦିଅ।”

Gade chapit la Kopi




ମାର୍କ 6:25
8 Referans Kwoze  

ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,


ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,


ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।


ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।


Swiv nou:

Piblisite


Piblisite