Biblia Todo Logo
Bib sou entènèt

- Piblisite -




ମାର୍କ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାଙ୍କ ମସ୍ତକ ଛେଦନ କଲା,

Gade chapit la Kopi

ଓଡିଆ ବାଇବେଲ

27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ । ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ତେଣୁ ଯୋହନଙ୍କ ମୁଣ୍ଡ କାଟି ଆଣିବା ପାଇଁ ସେ ସଙ୍ଗେ ସଙ୍ଗେ ପ୍ରହରୀକୁ ପଠାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

27 ଏଣୁ ରାଜା ଯୋହନଙ୍କ ମୁଣ୍ଡ ନେଇ ଆସିବାକୁ ଆଜ୍ଞା ଦେଇ ତୁରନ୍ତ ଜଣେ ସୈନ୍ୟକୁ ପଠାଇଲେ। ସେ ଯାଇ କାରାଗାରରେ ଯୋହନଙ୍କ ମୁଣ୍ଡ କାଟିଦେଲା।

Gade chapit la Kopi




ମାର୍କ 6:27
3 Referans Kwoze  

ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।


ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।


Swiv nou:

Piblisite


Piblisite