Biblia Todo Logo
Bib sou entènèt

- Piblisite -




ମାର୍କ 6:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଆଉ ସେମାନେ ଭଙ୍ଗା ରୋଟୀ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।

Gade chapit la Kopi

ଓଡିଆ ବାଇବେଲ

43 ଆଉ ସେମାନେ ଭଙ୍ଗା ରୁଟି ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ଏହାପରେ ଶିଷ୍ୟମାନେ ବଳି ଯାଇଥିବା ରୋଟୀ ଓ ମାଛ ଖଣ୍ଡଗୁଡ଼ିକୁ ସାଉଁଟି ବାର ଝୁଡ଼ି ପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ

43 ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ।

Gade chapit la Kopi




ମାର୍କ 6:43
3 Referans Kwoze  

ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।


ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,


Swiv nou:

Piblisite


Piblisite