Biblia Todo Logo
Bib sou entènèt

- Piblisite -




ମାର୍କ 6:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ସେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

46 ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ଲୋକମାନଙ୍କୁ ବିଦାୟ କରିଦେଇ ସେ ନିଜେ ପ୍ରାର୍ଥନା କରିବା ପାଇଁ ଗୋଟିଏ ପାହାଡ଼ ଉପରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

46 ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।

Gade chapit la Kopi




ମାର୍କ 6:46
9 Referans Kwoze  

ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।


କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।


ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।


ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।


ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


Swiv nou:

Piblisite


Piblisite