Biblia Todo Logo
Bib sou entènèt

- Piblisite -




ମାର୍କ 6:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ସନ୍ଧ୍ୟା ହୋଇ ଆସିବା ସମୟରେ ଯୀଶୁ ଏକାକୀ କୂଳରେ ଥିଲେ ଓ ନୌକାଟି ହ୍ରଦ ମଝିରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

47 ସନ୍ଧ୍ୟା ହେବା ପରେ ମଧ୍ୟ ଡଙ୍ଗାଟି ହ୍ରଦ ମଝିରେ ଥିଲା ଓ ଯୀଶୁ ସ୍ଥଳ ଭାଗରେ ଏକୁଟିଆ ଥିଲେ।

Gade chapit la Kopi




ମାର୍କ 6:47
4 Referans Kwoze  

ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।


ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।


ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।


Swiv nou:

Piblisite


Piblisite