Biblia Todo Logo
Bib sou entènèt

- Piblisite -




ମାର୍କ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେସ୍ଥାନରେ ସେ ଆଉ କୌଣସି ଶକ୍ତିର କାର୍ଯ୍ୟ କରି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରି ପାରିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତେଣୁ କେତେକ ପୀଡ଼ିତ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବ୍ୟତୀତ ଯୀଶୁ ସେଠାରେ ଅନ୍ୟ କୌଣସି ଅଲୌକିକ କର୍ମ କରି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ।

Gade chapit la Kopi




ମାର୍କ 6:5
8 Referans Kwoze  

ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।


ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।


ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।


ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।


ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।


ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।


Swiv nou:

Piblisite


Piblisite