Biblia Todo Logo
Bib sou entènèt

- Piblisite -




ମାର୍କ 6:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟ; ଆଚମ୍ଵିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ବିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ଏହା କହି ସେ ନୌକାରେ ଚଢ଼ିଲେ ଏବଂ ସେହିକ୍ଷଣି ବତାସ ବନ୍ଦ ହେଲା। ଶିଷ୍ୟମାନେ ଆଚମ୍ବିତ ହେଲେ,

Gade chapit la Kopi

ପବିତ୍ର ବାଇବଲ

51 ତା'ପରେ ସେ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଚଢ଼ିଗଲେ। ପବନ ବନ୍ଦ ହୋଇଗଲା। ଏଥିରେ ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ।

Gade chapit la Kopi




ମାର୍କ 6:51
14 Referans Kwoze  

ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।


ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା।


ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।


ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।


ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।


ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?


ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।


ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।


Swiv nou:

Piblisite


Piblisite