Biblia Todo Logo
Bib sou entènèt

- Piblisite -




ମାର୍କ 6:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 କାରଣ ରୋଟୀର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

52 କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ଯେହେତୁ ପାଞ୍ଚ ରୋଟୀ ଘଟଣାର ତାତ୍ପର୍ଯ୍ୟ ସେମାନେ ବୁଝିପାରି ନ ଥିଲେ, କାରଣ ସେମାନଙ୍କର ବୋଧଶକ୍ତି ଜଡ଼ ହୋଇ ଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

52 ସେମାନେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ଯ୍ୟକାର୍ଯ୍ୟକୁ ବୁଝି ପାରି ନ ଥିଲେ। ସେମାନଙ୍କ ବୁଦ୍ଧି ଜଡ଼ ହୋଇଯାଇଥିଲା।

Gade chapit la Kopi




ମାର୍କ 6:52
9 Referans Kwoze  

ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”


Swiv nou:

Piblisite


Piblisite