Biblia Todo Logo
Bib sou entènèt

- Piblisite -




ମାର୍କ 6:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଆଉ, ସେମାନେ ନୌକାରୁ ଓହ୍ଲାନ୍ତେ, ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,

Gade chapit la Kopi

ଓଡିଆ ବାଇବେଲ

54 ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ସେମାନେ ନୌକାରୁ ଓହ୍ଲାଇବା ମାତ୍ରେ ଲୋକମାନେ ଯୀଶୁଙ୍କୁ ଚିହ୍ନି ପାରିଲେ,

Gade chapit la Kopi

ପବିତ୍ର ବାଇବଲ

54 ଡଙ୍ଗାରୁ ଓହ୍ଲେଇ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।

Gade chapit la Kopi




ମାର୍କ 6:54
5 Referans Kwoze  

ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,


ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।


ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ।


ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;


Swiv nou:

Piblisite


Piblisite