Biblia Todo Logo
Bib sou entènèt

- Piblisite -




ମାର୍କ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପାଦୁକା ଛଡ଼ା ଆଉ କିଛି ନିଅ ନାହିଁ। ରୋଟୀ ବା ପଇସା ବା ଝୁଲାମୁଣି କିମ୍ବା ଖଣ୍ଡେ ହେଲେ ଅଧିକା ବସ୍ତ୍ର ନିଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ।

Gade chapit la Kopi




ମାର୍କ 6:9
6 Referans Kwoze  

ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।


ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;


ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।


Swiv nou:

Piblisite


Piblisite