Biblia Todo Logo
Bib sou entènèt

- Piblisite -




ମାର୍କ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।

Gade chapit la Kopi

ଓଡିଆ ବାଇବେଲ

23 ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଏ ସମସ୍ତ ଅସତ୍ ବିଷୟ ମନୁଷ୍ୟର ହୃଦୟରୁ ଜାତ ହୋଇ ତାକୁ ଅଶୁଚି କରେ।

Gade chapit la Kopi

ପବିତ୍ର ବାଇବଲ

23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”

Gade chapit la Kopi




ମାର୍କ 7:23
8 Referans Kwoze  

ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।


ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


ଆଉ ସେ କହିଲେ, “ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ।


ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;


ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।


Swiv nou:

Piblisite


Piblisite