ମାର୍କ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନ-ମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ, Gade chapit laଓଡିଆ ବାଇବେଲ3 ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)3 (ଫାରୁଶୀ ଓ ଅନ୍ୟାନ୍ୟ ଇହୁଦୀମାନେ ସେମାନଙ୍କ ପୂର୍ବ ପୁରୁଷଙ୍କ ରୀତିନୀତି ପାଳନ କରନ୍ତି, ବିଧିବଦ୍ଧଭାବେ ହାତ ନ ଧୋଇ ସେମାନେ ଭୋଜନ କରନ୍ତି ନାହିଁ। Gade chapit laପବିତ୍ର ବାଇବଲ3 ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ। Gade chapit la |