Biblia Todo Logo
Bib sou entènèt

- Piblisite -




ମାର୍କ 7:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସ୍ତ୍ରୀ ଲୋକଟି ଘରକୁ ଫେରିଯାଇ ଦେଖିଲା ଯେ ତା’ ଝିଅଟି ବିଛଣାରେ ଶୋଇଛି ଏବଂ ପ୍ରକୃତରେ ଭୂତ ତାକୁ ଛାଡ଼ି ଚାଲି ଯାଇଛି।

Gade chapit la Kopi

ପବିତ୍ର ବାଇବଲ

30 ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଗ୍ଭଲି ଯାଇଛିା

Gade chapit la Kopi




ମାର୍କ 7:30
4 Referans Kwoze  

ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”


ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।


Swiv nou:

Piblisite


Piblisite