ମାର୍କ 7:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। Gade chapit laଓଡିଆ ବାଇବେଲ31 ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲୀ ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)31 ତା’ପରେ ଯୀଶୁ ସୋର ଅଞ୍ଚଳରୁ ସୀଦୋନକୁ ପ୍ରସ୍ଥାନ କରି ସେଠାରୁ ଦେକାପଲ୍ଲୀ ପ୍ରଦେଶ ଭିତର ଦେଇ ଗାଲିଲୀ କୂଳରେ ଆସି ପହଞ୍ôଚଲେ। Gade chapit laପବିତ୍ର ବାଇବଲ31 ତା'ପରେ ଯୀଶୁ ସୋର ଆଖ ପାଖ ଅଞ୍ଚଳ ଛାଡ଼ି ଦେକାପଲି ରାସ୍ତାରେ ସୀଦୋନ ହୋଇ ଗାଲିଲୀ ହ୍ରଦ ପାଖକୁ ଆସିଲେ। Gade chapit la |