Biblia Todo Logo
Bib sou entènèt

- Piblisite -




ମାର୍କ 7:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ଵାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟରୂପେ କଥା କହିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ତତ୍କ୍ଷଣାତ୍ ଲୋକଟି ଶୁଣିବା ଶକ୍ତି ପାଇଲା, ତା’ର ମୂକ ଅବସ୍ଥା ଦୂର ହୋଇଗଲା ଏବଂ ସେ ସ୍ପଷ୍ଟଭାବେ କଥା କହିପାରିଲା।

Gade chapit la Kopi

ପବିତ୍ର ବାଇବଲ

35 “ଇ‌ପ୍‌ପଥଃ” ଅର୍ଥାତ ‘ଖୋଲିଯାଉ। ତ‌ତ୍‌କ୍ଷଣାତ୍ ତା'ର କାନ ଖୋଲିଗଲା। ଜିଭର ଗ୍ରନ୍ଥି ଖୋଲିଗଲା। ସେ ସ୍ପଷ୍ଟ ଭାବରେ କହି ପାରିଲା।

Gade chapit la Kopi




ମାର୍କ 7:35
7 Referans Kwoze  

ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍‌ପଥଃ,” ଅର୍ଥାତ୍‍ “ଫିଟିଯା।”


ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।


Swiv nou:

Piblisite


Piblisite