ମାର୍କ 7:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)37 ଆଉ, ଲୋକମାନେ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି। Gade chapit laଓଡିଆ ବାଇବେଲ37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)37 ଯେଉଁମାନେ ଏସବୁ କଥା ଶୁଣିଲେ, ସେମାନେ ଅବାକ୍ ହୋଇ କହିଲେ, “ସେ କେତେ ଚମକ୍ରାରଭାବେ କାର୍ଯ୍ୟ କରୁଛନ୍ତି - ବଧିରକୁ ଶ୍ରବଣ ଶକ୍ତି, ମୂକକୁ ବାକ୍ ଶକ୍ତି ଦେଉଛନ୍ତି।” Gade chapit laପବିତ୍ର ବାଇବଲ37 ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।” Gade chapit la |