Biblia Todo Logo
Bib sou entènèt

- Piblisite -




ମାର୍କ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯୀଶୁ ଦୀର୍ଘନିଶ୍ୱାସ ତ୍ୟାଗ କରି କହିଲେ, “ଏ ଯୁଗର ଲୋକେ, ଅଲୌକିକ କାର୍ଯ୍ୟ ଦେଖିବା ପାଇଁ କାହିଁକି ଏତେ ବ୍ୟାକୁଳ? ତୁମ୍ଭମାନଙ୍କୁ ମୁଁ କହି ରଖୁଛି, ଏଭଳି ପ୍ରମାଣ ଏହି ଲୋକମାନଙ୍କୁ ଦିଆଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

12 ଯୀଶୁ ଦୀର୍ଘନିଶ୍ୱାସ ନେଇ ଦୁଃଖ ପ୍ରକାଶ କରି କହିଲେ, “ତୁମ୍ଭେମାନେ କାହିଁକି ପ୍ରମାଣ ସ୍ୱରୂପ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛ? ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କୁ ସେଭଳି କୌଣସି ପ୍ରମାଣ ଦିଆ ଯିବ ନାହିଁ।”

Gade chapit la Kopi




ମାର୍କ 8:12
15 Referans Kwoze  

ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍‌ପଥଃ,” ଅର୍ଥାତ୍‍ “ଫିଟିଯା।”


ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।


ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।


ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ।


Swiv nou:

Piblisite


Piblisite