ମାର୍କ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ? Gade chapit laପବିତ୍ର ବାଇବଲ (Re-edited) - (BSI)17 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ? Gade chapit laଓଡିଆ ବାଇବେଲ17 ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)17 ସେମାନେ କଅଣ ଆଲୋଚନା କରୁଛନ୍ତି, ଜାଣିପାରି ଯୀଶୁ କହିଲେ, “ପାଖରେ ରୋଟୀ ନାହିଁ ବୋଲି ଏତେ ଆଲୋଚନା କରୁଛ କାହିଁକି? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣି ପାରୁ ନାହଁ କି ବୁଝି ପାରୁ ନାହଁ? ଏତେ ନିର୍ବୋଧ ତୁମ୍ଭେମାନେ! Gade chapit laପବିତ୍ର ବାଇବଲ17 ସେମାନେ କ’ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସେମାନଙ୍କୁ କହିଲେ, “ରୋଟୀ ନାହିଁ ବୋଲି ତୁମ୍ଭେମାନେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭେମାନେ ଦେଖି ପାରୁନ କି ବୁଝି ପାରୁନ? Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।