Biblia Todo Logo
Bib sou entènèt

- Piblisite -




ମାର୍କ 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?

Gade chapit la Kopi

ଓଡିଆ ବାଇବେଲ

36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଜଣେ ବ୍ୟକ୍ତି ସମଗ୍ର ଜଗତକୁ ଲାଭ କରି ନିଜ ଜୀବନକୁ ହରାଇଲେ, ତାହାର କଅଣ କିଛି ଲାଭ ହେବ? ନିଶ୍ଚିତ ଭାବରେ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

36 ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି?

Gade chapit la Kopi




ମାର୍କ 8:36
17 Referans Kwoze  

ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।


ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।


ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?


ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।


କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।


ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?


Swiv nou:

Piblisite


Piblisite