Biblia Todo Logo
Bib sou entènèt

- Piblisite -




ମାର୍କ 8:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?

Gade chapit la Kopi

ଓଡିଆ ବାଇବେଲ

37 ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 କୌଣସି ବିଷୟର ବିନିମୟରେ ସେ ତା’ର ଜୀବନ ଫେରି ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ।

Gade chapit la Kopi




ମାର୍କ 8:37
4 Referans Kwoze  

ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?


ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”


Swiv nou:

Piblisite


Piblisite