Biblia Todo Logo
Bib sou entènèt

- Piblisite -




ମାର୍କ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରିପାରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରି ପାରିବ?

Gade chapit la Kopi

ଓଡିଆ ବାଇବେଲ

4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଶିଷ୍ୟମାନେ ପଚାରିଲେ, “ଏହି ନିର୍ଜନ ସ୍ଥାନରେ ଏତେ ଲୋକଙ୍କୁ ଖୁଆଇବା ପାଇଁ ଆମେ କେଉଁଠୁ ଖାଦ୍ୟ ଯୋଗାଡ଼ କରିପାରିବୁ?”

Gade chapit la Kopi

ପବିତ୍ର ବାଇବଲ

4 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେମାନେ ଏ ଜନହୀନ ଅଞ୍ଚଳରେ ଏମାନଙ୍କୁ ଖୁଆଇବା ପାଇଁ ଯଥେଷ୍ଟ ଖାଦ୍ୟ କୁଆଡ଼ୁ ପାଇ ପାରିବୁ?”

Gade chapit la Kopi




ମାର୍କ 8:4
10 Referans Kwoze  

କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।


ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା?


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।”


ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି।


Swiv nou:

Piblisite


Piblisite