ମାର୍କ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ10 ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ଯୀଶୁଙ୍କ ଆଦେଶ ସେମାନେ ପାଳନ କଲେ, କିନ୍ତୁ ଏ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କଲେ, “ମୃତ୍ୟୁରୁ ପୁନରୁତ୍ôଥତ ହେବା” ଅର୍ଥ କଅଣ? Gade chapit laପବିତ୍ର ବାଇବଲ10 ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁତ୍ଥିତ ହେବାର ଅର୍ଥ କ’ଣ? Gade chapit la |