Biblia Todo Logo
Bib sou entènèt

- Piblisite -




ମାର୍କ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନେ ଅନ୍ୟ ଶିଷ୍ୟମାନଙ୍କ ନିକଟରେ ପହଞ୍ôଚବାବେଳେ, ସେଠାରେ ଅନେକ ଲୋକ ଜମା ହୋଇଥିଲେ ଏବଂ ସେହି ଶିଷ୍ୟମାନଙ୍କ ସହିତ କେତେକ ଧର୍ମଗୁରୁ ତର୍କ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ୟମାନଙ୍କ ପାଖକୁ ଗଲେ। ସେମାନେ ଦେଖିଲେ ଯେ, ଅନେକ ଲୋକ ସେମାନଙ୍କୁ ଘେରି ରହିଛନ୍ତି। ସେମାନଙ୍କ ସହିତ ଧର୍ମଶାସ୍ତ୍ରୀମାନେ ଯୁକ୍ତିତର୍କ କରୁଛନ୍ତି।

Gade chapit la Kopi




ମାର୍କ 9:14
9 Referans Kwoze  

ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?


ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,


ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।


ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।


Swiv nou:

Piblisite


Piblisite