ମାର୍କ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ, ତାହାର ମୁହଁରୁ ଫେଣ ବାହାରେ ଓ ସେ ଦା; ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ। Gade chapit laଓଡିଆ ବାଇବେଲ18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)18 ଭୂତ ତାକୁ ଥରେ ଥରେ ତଳେ ପକାଇ ଦିଏ। ସେତେବେଳେ ତା’ ମୁହଁରୁ ଫେଣ ବାହାରେ, ସେ ତା’ ଦାନ୍ତ ରଗଡ଼େ ଓ ତା’ ଦେହ ଅଚଳ ହୋଇଯାଏ। ଭୂତ ଛଡ଼ାଇବା ପାଇଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଲି, କିନ୍ତୁ ସେମାନେ କିଛି କରିପାରିଲେ ନାହିଁ।” Gade chapit laପବିତ୍ର ବାଇବଲ18 ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।” Gade chapit la |